ଭାରତୀୟ ଷ୍ଟାର ବ୍ୟାଟର ସ୍ମୃତି ମନ୍ଧାନା ICC ମହିଳା ଦିନିକିଆ କ୍ରିକେଟର ଅଫ୍ ଦି ଇୟର ୨୦୨୪ ପୁରସ୍କାର ଜିତିଛନ୍ତି। ମନ୍ଧାନା ଶ୍ରେଷ୍ଠ ମହିଳା ଦିନିକିଆ ୨୦୨୫ ପୁରସ୍କାର ଜିତିବା ପରେ ଖୁସି ପ୍ରକାଶ କରି କହିଛନ୍ତି, ମୁଁ ଏହି ପୁରସ୍କାର ପାଇ ICCକୁ ଧନ୍ୟବାଦ ଦେବାକୁ ଚାହୁଁଛି। ଗତ ବର୍ଷ ଦିନିକିଆ ଫର୍ମାଟରେ ଭାରତୀୟ ଦଳ ପାଇଁ ଭଲ ଥିଲା, ଏବଂ ମୁଁ ଖୁସି ଯେ ମୁଁ ଯୋଗଦାନ ଦେଇପାରିଲି।” ମୁଁ ସମସ୍ତ ସମର୍ଥନ ପାଇଁ ପ୍ରଶିକ୍ଷକ ଏବଂ ମୋ ପରିବାରକୁ ଧନ୍ୟବାଦ ଦେବାକୁ ଚାହୁଁଛି ଏବଂ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ସମସ୍ତ ଉତ୍ଥାନ-ପତନ ସମୟରେ ମୋ ସହିତ ଥିବା ମୋର ସାଥୀ ଖେଳାଳିମାନଙ୍କୁ ମଧ୍ୟ ଧନ୍ୟବାଦ ଜଣାଉଛି।
Trending
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
- ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ
- ପ୍ରଧାନମନ୍ତ୍ରୀ ଗୁରୁ ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି
- ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ
- ଗୁରୁ ହିଁ ସାକ୍ଷାତ ଈଶ୍ବର
- ଭାରତ ବନ୍ଦ କରିବ କି ୟୁକ୍ରେନ ଯୁଦ୍ଧ
- ସେପ୍ଟେମ୍ବର 7ରୁ ଆରମ୍ଭ ହେଉଛି ପିତୃପକ୍ଷ
- ଗୁରୁତର ଅଛନ୍ତି ଅଭିଜିତ ମଜୁମଦାର
- GST ସ୍ଲାବରେ ବଡ଼ ପରିବର୍ତ୍ତନ
- ଆଜି ପାର୍ଶ୍ୟ ପରିବର୍ତ୍ତିନ ଏକାଦଶୀ : କଣ ରହିଛି ରହସ୍ୟ