ମା’ ତାରିଣୀ ମନ୍ଦିରର ବିକାଶ ସହ ଚାରିପାର୍ଶ୍ୱର ସୌନ୍ଦର୍ଯ୍ୟୀକରଣ ହେବ। ଏଥିପାଇଁ ୨୧୪ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବ୍ୟତୀତ ବଡବିଲ୍ ପାଇଁ ଏକ ରିଙ୍ଗ୍ ରୋଡ୍ ନିର୍ମାଣ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପୂର୍ତ୍ତ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମୀକ୍ଷା କରିବା ପରେ ଏଭଳି ଘୋଷଣା କରିବା ସହ ଏହି କାର୍ଯ୍ୟ ତୁରନ୍ତ ଆରମ୍ଭ କରି ସମୟସୀମା ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ଚାରିପାର୍ଶ୍ୱକୁ ଏକ ଗ୍ରାଣ୍ଡ ରିଙ୍ଗ୍ ରୋଡ୍ ମାଧ୍ୟମରେ ଯୋଡିବା ପାଇଁ ଯେଉଁ ଲକ୍ଷ୍ୟ ରଖା ଯାଇଛି, ତାହାର ପ୍ରାଥମିକ ପର୍ଯ୍ୟାୟରେ ବ୍ରହ୍ମପୁରରୁ ଜୟପୁର ପର୍ଯ୍ୟନ୍ତ ୨୮୭ କିଲୋମିଟର ଏକ ସଡ଼କ ନିର୍ମାଣ କରାଯିବ। ଏଥିରେ ୪ଟି ଟନେଲ୍ ରହିବ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post