ଆସନ୍ତାକାଲି କୋଣାର୍କ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ବୁଡ଼ ପକାଇବେ ଲକ୍ଷାଧିକ ଭକ୍ତ । ଏହା ପୂର୍ବରୁ ତୀର୍ଥ ପୁଷ୍କରିଣୀ ଖନନ ହୋଇ ପରିସ୍କାର କରିବା ସହିତ ପରିମଳ ବ୍ୟବସ୍ଥା, ଆଲୋକିକରଣ, ପାନୀୟ ଜଳ ଯୋଗାଣ, ବ୍ୟାରିକେଡର ବ୍ୟବସ୍ଥାକୁ ଜୋରଦାର କରାଯାଇଛି । ଉକ୍ତମାନେ ବୁଡ଼ ପକାଇବା ପରେ ନବଗ୍ରହ ମନ୍ଦିର ଓ କୋଣାର୍କ ସୂର୍ଯ୍ୟ ମନ୍ଦିରରେ ପ୍ରବଳ ଗହଳି ଲାଗିବ । ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଟ୍ରାଫିକ ବ୍ୟବସ୍ଥା ଓ ଲକ୍ଷାଧିକ ଭକ୍ତ ଶୃଙ୍ଖଳିତ ବୁଡ଼ ପକାଇବା ପାଇଁ ପୋଲିସ ପକ୍ଷରୁ 21 ପ୍ଲାଟୁନ୍ ଫୋର୍ସ, 20 ଜଣ ଡିଏସ୍ପି, 70 ଜଣ ଆଇଆଇସିଙ୍କୁ ମୁତୟନ କରାଯିବ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ