ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟରେ ପରୀକ୍ଷା ଦେବେ ମୋଟ ୩ ଲକ୍ଷ ୯୩ ହଜାର ୬୧୮ ପରୀକ୍ଷାର୍ଥୀ। ୨୦୫ ପରୀକ୍ଷା ପରିଚାଳନା ହବ ସହ ୧୨୭୬ଟି ପରୀକ୍ଷା କେନ୍ଦ୍ର କରାଯିବ। କଳାରେ ୨ ଲକ୍ଷ ୪୭ ହଜାର ୩୯୧, ବାଣିଜ୍ୟରେ ୨୫ ହଜାର ୫୨୬, ବିଜ୍ଞାନରେ ୧ ଲକ୍ଷ ୧୪ ହଜାର ୯୮୦ ଏବଂ ଧନ୍ଦାମୂଳକରେ ୫ ହଜାର ୭୨୧ ପିଲା ପରୀକ୍ଷା ଦେବେ। ପ୍ରଥମ ଦିନରେ ସାହିତ୍ୟ ପରୀକ୍ଷା ଦେବେ ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀ। ୧୯ ତାରିଖରେ ଉଭୟ କଳା ଓ ବାଣିଜ୍ୟ ଏବଂ ୨୦ ତାରିଖରେ ପରୀକ୍ଷା ଦେବେ ଧନ୍ଦାମୂଳକ ପରୀକ୍ଷାର୍ଥୀ। ଦିନ ୧୦ଟାରୁ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ ସକାଳ ୮ଟା ୩୦ ସୁଦ୍ଧା ପରୀକ୍ଷା ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରରେ ପହଁଚିବ। ପରୀକ୍ଷା କେନ୍ଦ୍ର ଭିତରକୁ ୩୦ ମିନିଟ ପୂର୍ବରୁ ପରୀକ୍ଷାର୍ଥୀଙ୍କୁ ମିଳିବ ଏଣ୍ଟ୍ରି। ପିଲାମାନଙ୍କର ଏଣ୍ଟ୍ରି ପୂର୍ବରୁ କପି ରୋକିବା ପାଇଁ ସ୍ବତନ୍ତ୍ର ଭାବେ ଚେକିଂ କରାଯିବ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Next Post