ବାରବାଟୀ ଫ୍ଲଡ୍ ଲାଇଟ୍ ବିଭ୍ରାଟ ନେଇ ସୋ କଜ୍ ନୋଟିସ୍ । ଓସିଏକୁ କାରଣ ଦର୍ଶାଅ ନୋଟିସ ମାଗିଲେ ରାଜ୍ୟ ସରକାର। କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ନୋଟିସ ଜାରି ହୋଇଛି ନୋଟିସ। କାହିଁକି ଫ୍ଲଡ୍ ଲାଇଟ୍ ବିଭ୍ରାଟ ହେଲା, ୧୦ ଦିନ ଭିତରେ ଜଣାଇବାକୁ ନୋଟିସ ଜାରି ହୋଇଛି । ଏହି ତ୍ରୁଟି ପାଇଁ କେଉଁ ବ୍ୟକ୍ତି ବା ଏଜେନ୍ସୀ ଦାୟୀ ଜାଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ଭବିଷ୍ୟତରେ ଯେପରି ଏହି ତ୍ରୁଟିର ପୁରନରାବୃତ୍ତି ନହୁଏ ସେଥିପାଇଁ କଣ ପଦକ୍ଷେପ ନିଆଯାଇଛି, ତାହା ଜଣାଇବାକୁ କୁହାଯାଇଛି ।
Trending
- ସୁଦର୍ଶନଙ୍କ ପହଣ୍ଡି ପଛକୁ ପଛ ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ଗୋଟି ପହଣ୍ଡି ,ଅପେକ୍ଷାରତ ତାଳଧ୍ବଜରେ ହେଲେ ରଥାରୂଢ
- ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ
- ଆସନ୍ତାକାଲି ସକାଳ ସୁଦ୍ଧା ପୁରୀର କେତେକ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା,ପୁରୀକୁ ରେଡ ୱାର୍ଣ୍ଣିଂ ଜାରି
- ନୋଏଡା ମମୁରା ଗାଁରେ ଏକ ବହୁ ମହଲା ବିଲିଡିଂରେ ଭୟଙ୍କର ଅଗ୍ନିକାଣ୍ଡ,୨ ମୃତ
- ପାରାଦୀପ-ହରିଦାସପୁର ରେଳଲାଇନର ହେବ ଦୋହରୀକରଣ
- ଆସନ୍ତାକାଲି ପବିତ୍ର ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ପ୍ରକାଶ ପାଇଛି,୪ଟାରୁ ଆରମ୍ଭ ହେବ ରଥଟଣା
- ରାତି ପାହିଲେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା , ଆଜି ଶ୍ରୀମନ୍ଦିରରେ ପ୍ରତିପଦା ତିଥିରେ ହେବ ଉଭାଯାତ୍ରା
- ଗ୍ରାମାଞ୍ଚଳ ଭିତ୍ତିଭୂମି ଓ ଯୋଗାଯୋଗ ବ୍ୟବସ୍ଥା ପାଇଁ ରାଜ୍ୟ କ୍ୟାବିନେଟରେ ୨୭ ହଜାର କୋଟିରୁ ଅଧିକ ଟଙ୍କାର ମେଗା ପ୍ୟାକେଜକୁ ମଞ୍ଜୁରୀ
- ଏଣିକି କେଜିରୁ ପିଜି ପର୍ଯ୍ୟନ୍ତ ମାଗଣାରେ ପଢ଼ିବେ ଛାତ୍ରଛାତ୍ରୀ -ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।
- ରାଜଧାନୀରେ ମର୍ସିଡିଜ୍ ହରର,ବାଇକ ଚାଳକକୁ ଧକ୍କା ଦେଇ ଘୋଷାଡି ନେଲା ୧୦୦ ମିଟର,ବାଇକ ଚାଳକ ମୃତ