ଚଳିତ ରଣଜୀ ଟ୍ରଫିର ଶୁକ୍ରବାର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଯାଇଛି। ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଥିବା ଫାଇନାଲରେ ବିଦର୍ଭ ଓ କେରଳ ପରସ୍ପରକୁ ଭେଟିବେ। ଗତ ଥରର ଫାଇନାଲିଷ୍ଟ ବିଦର୍ଭ ୮୦ ରନ୍ରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇକୁ ପରାସ୍ତ କରିଥିବା ବେଳେ କେରଳ ପ୍ରଥମ ଇନିଂସ ଅଗ୍ରଣୀ ଭିତ୍ତିରେ ଗୁଜରାଟକୁ ପରାସ୍ତ କରି ପ୍ରଥମ ଥର ପାଇଁ ଫାଇନାଲରେ ପ୍ରବେଶ କରିଛି।
Trending
- ବର୍ତ୍ତମାନ କରାଯାଇଥିବା GST ସଂସ୍କାର ଦ୍ୱାରା ଘର ନିର୍ମାଣ, ଗାଡ଼ି କିଣିବା, ବୁଲାବୁଲି ଖର୍ଚ୍ଚ କମିବ – ପ୍ରଧାନମନ୍ତ୍ରୀ
- ବନ୍ଦ ଥିବା ୭୦ ଟି ମଦ ଦୋକାନ ଖୋଲିବା ପାଇଁ ମିଳିଛି ଅନୁମତି
- ଆରପାରିରେ ଆଦିବାସୀ ନେତା ଜର୍ଜ ତିର୍କୀ, ଗଭୀର ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- ମହିଳାଙ୍କୁ ଟାଣିନେଇଥିଲା କୁମ୍ଭୀର , ମିଳିଲା ମୃତଦେହ
- ଆସାମ ରାଇଫଲ୍ସର ଗାଡ଼ି ଉପରେ ଆକ୍ରମଣ, ୨ ଜଣ ଯବାନ ସହିଦ ଓ ୩ ଯବାନ ଆହତ
- ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ କାହିଁକି ଉଠାଇ ନେଲା EOW !
- ବିଦ୍ୟାଳୟରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି