ସୂର୍ଯ୍ୟକୁମାର ଏବଂ ତାଙ୍କ ପତ୍ନୀ ଦେବୀଶା ଶେଟ୍ଟୀ ମୁମ୍ବାଇରେ ଦୁଇଟି ନୂତନ ଘର କିଣିଛନ୍ତି । ସୂର୍ଯ୍ୟକୁମାର ଯାଦବ ଦେଓନାରର ଗୋଦରେଜ ସ୍କାଏ ଟେରାସ୍ରେ ଦୁଇଟି ନୂତନ ଆପାର୍ଟମେଣ୍ଟ କିଣିଛନ୍ତି। ଏହାର ମୋଟ କାର୍ପେଟ କ୍ଷେତ୍ରଫଳ ପ୍ରାୟ ୪୨୨୨.୭୬ ବର୍ଗଫୁଟ। ସୂର୍ଯ୍ୟଙ୍କ ନୂତନ ଫ୍ଲାଟର ମୂଲ୍ୟ ପ୍ରାୟ ୨୧.୧୧ କୋଟି ଟଙ୍କା। ଫ୍ଲାଟ କିଣିବା ଉପରେ ୧.୨୬ କୋଟି ଟଙ୍କାର ଷ୍ଟାମ୍ପ ଡ୍ୟୁଟି ମଧ୍ୟ ପୈଠ କରାଯାଇଛି।
Trending
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
- ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ
- ପ୍ରଧାନମନ୍ତ୍ରୀ ଗୁରୁ ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି
- ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ
- ଗୁରୁ ହିଁ ସାକ୍ଷାତ ଈଶ୍ବର
- ଭାରତ ବନ୍ଦ କରିବ କି ୟୁକ୍ରେନ ଯୁଦ୍ଧ
- ସେପ୍ଟେମ୍ବର 7ରୁ ଆରମ୍ଭ ହେଉଛି ପିତୃପକ୍ଷ
- ଗୁରୁତର ଅଛନ୍ତି ଅଭିଜିତ ମଜୁମଦାର
- GST ସ୍ଲାବରେ ବଡ଼ ପରିବର୍ତ୍ତନ
- ଆଜି ପାର୍ଶ୍ୟ ପରିବର୍ତ୍ତିନ ଏକାଦଶୀ : କଣ ରହିଛି ରହସ୍ୟ