କଠୁଆ ଜିଲ୍ଲାର ରାଜବାଗ ଥାନା ଅଞ୍ଚଳରେ ୫ ଦିନ ଧରି ଚାଲିଥିବା ଅପରେସନ ସଫଳ । ଭାରତୀୟ ସେନାକୁ ଚକମା ଦେଇ ଘନ ଜଙ୍ଗଲ ଭିତରେ ଛପିଥିବା ସମସ୍ତ ୫ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ାଇଛନ୍ତି ଯବାନ । ଗତ ୨୪ ତାରିଖରେ ନ୍ୟାସନାଲ ସିକ୍ୟୁରିଟି ଗାର୍ଡ ପୁରା ଅଞ୍ଚଳକୁ ଘେରାବନ୍ଦୀ କରି ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଦେଇଥିଲେ ଆହ୍ବାନ । କିନ୍ତୁ ଆତଙ୍କବାଦୀ ସୁଯୋଗ ପାଇବା ମାତ୍ରେ ଯବାନଙ୍କ ଉପରେ ଅନ୍ଧାଧୁନିଆ ଗୁଳିମାଡ଼ କରି ଜୁଥାନା ଓ ଅମ୍ବା ନାଲ ଜଙ୍ଗଲ ଭିତରେ ଘୁରି ବୁଲୁଥିଲେ । ରାଜବାଗ ଘାଟି ନିକଟରେ ମୁହାଁମୁହିଁ ହେବା ପରେ ଦୀର୍ଘ ସମୟ ଧରି ସୁରକ୍ଷାବଳ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିଲା ଗୁଳି ବିନିମୟ । ସେନା ଗୁଳିମାଡ଼ରେ ୫ ଆତଙ୍କବାଦୀ ନିପାତ ହୋଇଥିବାବେଳେ ଗୁଳି ବିନିମୟରେ ଡିଏସପି ଧୀରଜ କାଟୋଚଙ୍କ ସମେତ ୩ ଜଣ ଯବାନ ଆହତ ହୋଇଥିବା ଜଣାପଡ଼ିଛି ।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Prev Post