ଆମେରିକାରେ ଶକ୍ତିଶାଳୀ ଭୂମିକମ୍ପ ଅନୂଭୂତ,କାଲିଫର୍ଣ୍ଣିଆରେ ୫.୨ ତୀବ୍ରତାର ଝଟକା
ଆମେରିକାରେ ଶକ୍ତିଶାଳୀ ଭୂମିକମ୍ପ ଅନୂଭୂତ । ଦକ୍ଷିଣ କାଲିଫର୍ଣ୍ଣିଆରେ ୫.୨ ତୀବ୍ରତାର ଝଟକା । ଭୂକମ୍ପରେ କାହାର କିଛି କ୍ଷୟକ୍ଷତି ହୋଇନଥିବା ସୂଚନା ରହିଛି । କିନ୍ତୁ ଅନେକ ସ୍ଥାନରେ ପାହାଡରୁ ପଥର ଧସିଥିବା ସୂଚନା ରହିଛି ।