ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
ଚଳିତବର୍ଷ ପୁରୀ ଚନ୍ଦନ ଯାତ୍ରାରେ ବାଣ ବ୍ୟବହାର ହୋଇପାରିବ ନାହିଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଶୁକ୍ରବାର ସୂଚନା ଦେଇଛନ୍ତି। ଭକ୍ତ ଓ ସେବାୟତଙ୍କ ପାଇଁ ଇନ୍ସ୍ୟୁରାନ୍ସ ବ୍ୟବସ୍ଥା ରହିବା ସହ ଚନ୍ଦନଯାତ୍ରା ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗର ଅନୁମୋଦନ ରହିଥିବା କହିଛନ୍ତି ମୁଖ୍ୟ ପ୍ରଶାସକ |