ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ନୀତି ସମ୍ପାଦନ କରାଯାଏ। ଏହା ଏକ ଗୁପ୍ତନୀତି। ତେଣୁ ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଏ। ସୋମବାର ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପଇତାଲାଗି ନୀତି ସମ୍ପାଦନ ହେବାକୁ ଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ପରମ୍ପରା ଅନୁଯାୟୀ, ପାଟରା ବିଶୋଇମାନେ ପ୍ରସ୍ତୁତ କରିଥିବା ପଇତାକୁ ରବିବାର ଦେଉଳକରଣଙ୍କୁ ହସ୍ତାନ୍ତର କରିଛନ୍ତି। ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗମଣ୍ଡପ ପରେ ପଇତାଲାଗି ନୀତି ହେବ।
Trending
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
- ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ହେଲେ ଆଯୋଧ୍ୟା ରାମ ମନ୍ଦିରର CEO
- ଓଡ଼ିଶାରେ କମିଲା PUCC ଜରିମାନା, ଗାଡ଼ି ଅନୁସାରେ ଲାଗିବ ଅଲଗା ଅଲଗା ଜରିମାନା
- ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ,ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Prev Post