ଓପିଏସ୍ସି ଏବଂ ଓଏସଏସଏସସି ପ୍ରଶ୍ନପତ୍ର ତ୍ରୁଟି ଘଟଣାର ତଦନ୍ତ ହେବ – ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ
ଓପିଏସ୍ସି ଏବଂ ଓଏସଏସଏସସି ପ୍ରଶ୍ନପତ୍ର ତ୍ରୁଟି ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ପ୍ରତିକ୍ରିୟା । ମନ୍ତ୍ରୀ କହିଲେ, ଏହା ମୋ ବିଭାଗ ଅଧୀନରେ ଯାଉ ନାହିଁ । ଆଗରୁ ଓପିଏସସି କୁହନ୍ତୁ କିମ୍ବା ଓଡ଼ିଶା ଷ୍ଟାଫ ସିଲେକ୍ସନ୍ କମିଟିରେ ବହୁତ ଅବ୍ୟବସ୍ଥା ରହିଆସିଛି ।