ବୀର ଯବାନଙ୍କ ସାହସ ଓ ପରାକ୍ରମ ପାଇଁ ଦେଶବ୍ୟାପୀ ତ୍ରିରଙ୍ଗା ଶୋଭାଯାତ୍ରା
ଅପରେସନ ସିନ୍ଦୂରର ସଫଳତାକୁ ନେଇ ଆଜିଠୁ ଆରମ୍ଭ ହୋଇଛି ଦେଶବ୍ୟାପୀ ତ୍ରିରଙ୍ଗା ଯାତ୍ରା । ବିଜେପି ପକ୍ଷରୁ ଏହି ତ୍ରିରଙ୍ଗା ଶୋଭାଯାତ୍ରା ୧୦ ଦିନ ଧରି ଚାଲିବ । ଏହା ମାଧ୍ୟମରେ ପହଲଗାମ ଆକ୍ରମଣର ପ୍ରତିଶୋଧ ଓ ଅପରେସନ ସିନ୍ଦୂର ଜରିଆରେ ଆତଙ୍କୀଙ୍କ ଉପରେ ଭାରତର ବିଜୟ ଓ ତିନି ସେନାର ବୀରତ୍ବ ସମ୍ପର୍କରେ ଲୋକଙ୍କୁ ଅବଗତ କରାଯିବ ।