ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଓ ପ୍ରିୟଙ୍କା ସେନାପତି ଲିଙ୍କ ଘଟଣାରେ ପୁଲିସର ତନାଘନା । ଆଜି ପୁରୀ ପୁଲିସ ପ୍ରିୟଙ୍କା ସେନାପତିଙ୍କୁ ପଚରାଉଚରା କରିଛି। ଜ୍ୟୋତିଙ୍କ ସହ କାହିଁକି ଯୋଗାଯୋଗରେ ଥିଲେ ଓ ପ୍ରିୟଙ୍କା କଣ ପାଇଁ ପାକିସ୍ତାନର କର୍ତାରପୁର ଯାଇଥିଲେ ସେ ନେଇ ଛାନଭିନ ହୋଇଛି। ଏକଥାକୁ ପ୍ରିୟଙ୍କାଙ୍କ ବାପା ବି ସ୍ବୀକାର କରିଛନ୍ତି ଓ ସେ କହିଛନ୍ତି, ଝିଅ ତଦନ୍ତରେ ସହଯୋଗ କରିଛି। ତଦନ୍ତ ନସାରିବା ପର୍ଯ୍ୟନ୍ତ ପ୍ରିୟଙ୍କାଙ୍କୁ ପୁରୀ ଛାଡ଼ି ନଯିବାକୁ ନିର୍ଦ୍ଦେଶ ରହିଥିବା ଚର୍ଚ୍ଚା ଜୋର ଧରିଛି । ଏ ନେଇ ଓଡିଶା ପୁଲିସ ସୂତ୍ରରୁ ସୂଚନା ମିଳିଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post