ଭାରତୀୟ ସେନାର ଏୟାର ଷ୍ଟ୍ରାଇକ ପରେ ଡରିଯାଇଛି ପାକିସ୍ତାନ । ପାକିସ୍ତାନ ସେନା ରାୱଲପିଣ୍ଡିରୁ ଏହାର ମୁଖ୍ୟାଳୟ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନେଇଛି । ଭାରତ ଏବଂ ପାକିସ୍ତାନ ମଧ୍ୟରେ ସାମ୍ପ୍ରତିକ ସାମରିକ ଉତ୍ତେଜନା ଭିତରେ ଭାରତୀୟ ସେନା ବିଶେଷକରି ସୀମାରେ ଥିବା ଅନେକ ପାକିସ୍ତାନୀ ବାୟୁସେନା ଘାଟିକୁ ଟାର୍ଗେଟ କରିଥିଲେ। ରାୱଲପିଣ୍ଡିରେ ଆକ୍ରମଣ କରାନଯାଇଥିଲେ ମଧ୍ୟ ପାକିସ୍ତାନ ସେନା ଏହାକୁ ଏକ ଗୁପ୍ତ ସ୍ଥାନକୁ ନେବାକୁ ଯୋଜନା କରୁଛି । ଯେଉଁଠାରେ ପାକିସ୍ତାନୀ ସେନାର ମୁଖ୍ୟାଳୟ ରହିବ ।
Trending
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନରେ କଥା ହେଲେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରୋଁ
- ୩୮୦ ଗଣପତି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ
- ୧୮ରୁ ବିଧାନସଭାର ମୌସୁମୀ ଅଧିବେଶନ
- ୧୮ ଆଇପିଏସଙ୍କୁ ବଦଳି
- ୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବେ ରାଜ୍ୟ ସରକାର
- ଚଳନ୍ତା ଆମ ବସ୍ରେ ଲାଗିଲା ନିଆଁ
- ଲଗାତାର ୩୦ ଦିନ ଧରି ଗିରଫ ହେବା ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ମଧ୍ୟ ପଦ ହରାଇପାରନ୍ତି
- ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ
- ନବୀନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
- ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ମାରିଥିଲେ ଚାପୁଡ଼ା
Prev Post