କିଛି ଦିନ ହେଲା ଧମକ ଦେଉଥିବା ପାକିସ୍ତାନ ସ୍ବର ନରମ ପଡ଼ିଛି । ଯୁଦ୍ଧ ଧମକ ଦେଉଥିବା ପାକିସ୍ତାନ ପ୍ରଧାନମନ୍ତ୍ରୀ ଆଲୋଚନା କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି । ପାକ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଭାରତ ସହିତ ଶାନ୍ତି ଆଲୋଚନା ପାଇଁ ପ୍ରସ୍ତାବ ଦେଇଛନ୍ତି। ତେହେରାନରୁ ଦିଆଯାଇଥିବା ଏହି ବିବୃତ୍ତିରେ ସେ କଶ୍ମୀର, ଆତଙ୍କବାଦ, ଜଳ ଏବଂ ବାଣିଜ୍ୟ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ କଥାବାର୍ତ୍ତା କରିବାକୁ ଇଚ୍ଛା ପ୍ରକାଶ କରିିଥିବା ଭିଡିଓ ଭାଇରାଲ ହେଉଛି । ଶେହବାଜ ଶରିଫ ଇରାନ ଗସ୍ତ ସମୟରେ ତେହେରାନରେ ଏହି ବୟାନ ଦେଇଛନ୍ତି। ତୁର୍କୀରୁ ତେହେରାନରେ ପହଞ୍ଚିଥିବା ଶେହବାଜ ସେଠାରେ ଏକ ମିଳିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ଆମେ କଶ୍ମୀର, ଜଳ, ଆତଙ୍କବାଦ ଏବଂ ବାଣିଜ୍ୟ ଭଳି ପ୍ରସଙ୍ଗରେ ଭାରତ ସହିତ କଥାବାର୍ତ୍ତା କରିବାକୁ ପ୍ରସ୍ତୁତ। ଆମେ ପଡ଼ୋଶୀ ଏବଂ ଶାନ୍ତି ଆମର ପ୍ରାଥମିକତା। ଯଦି ଭାରତ ଆମର ଶାନ୍ତି ପ୍ରସ୍ତାବକୁ ଗ୍ରହଣ କରେ, ତେବେ ଆମେ ଆଲୋଚନା ପାଇଁ ପ୍ରସ୍ତୁତ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା