୯ବର୍ଷ ପରେ ଆଇପିଏଲ ଫାଇନାଲରେ ପ୍ରବେଶ କଲା ବେଙ୍ଗାଲୁରୁ। କିଙ୍ଗସ ଇଲେଭେନ ପଞ୍ଜାବକୁ ୮ ଓ୍ବିକେଟରେ ହରାଇ ଫାଇନାଲରେ ଆରସିବି। ପ୍ରଥମେ ପଞ୍ଜାବ ବ୍ୟାଟିଂ କରି ୧୦୧ ରନ କରିଥିଲା। ୧୦୨ ରନର ବିଜୟ ଟାର୍ଗେଟକୁ ୧୦ ଓଭରରେ ହାସଲ କରିଥିଲା ଆରସିବି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୧୪ଟି ମ୍ୟାଚରୁ ୯ଟି ବିଜୟ, ୪ଟି ପରାଜୟ ଓ ଗୋଟିଏ ବାତିଲ ସହ ୧୯ପଏଣ୍ଟ ପାଇ ଟେବୁଲର ଦ୍ବିତୀୟ ସ୍ଥାନରେ ରହି କ୍ବାଲିଫାୟର-୧ ପାଇଁ ଯୋଗ୍ୟତା ହାସଲ କରିଥିଲା।
Trending
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
- ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ
- ପ୍ରଧାନମନ୍ତ୍ରୀ ଗୁରୁ ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି
- ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ
- ଗୁରୁ ହିଁ ସାକ୍ଷାତ ଈଶ୍ବର
- ଭାରତ ବନ୍ଦ କରିବ କି ୟୁକ୍ରେନ ଯୁଦ୍ଧ
- ସେପ୍ଟେମ୍ବର 7ରୁ ଆରମ୍ଭ ହେଉଛି ପିତୃପକ୍ଷ
- ଗୁରୁତର ଅଛନ୍ତି ଅଭିଜିତ ମଜୁମଦାର
- GST ସ୍ଲାବରେ ବଡ଼ ପରିବର୍ତ୍ତନ
- ଆଜି ପାର୍ଶ୍ୟ ପରିବର୍ତ୍ତିନ ଏକାଦଶୀ : କଣ ରହିଛି ରହସ୍ୟ
Next Post