ରାଜ୍ୟରେ କୋଭିଡ ପଜିଟିଭ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି। ପୂର୍ବରୁ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗତକାଲି ଆଉ ୨-୩ଟି କେସ ଆସିଛି। ସଂଖ୍ୟା ଢେର ଅଧିକ ବଢିନି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ପ୍ରଦାନ କରିଛନ୍ତି। କେବଳ ଗୁରୁତର ଆକ୍ରାନ୍ତଙ୍କ କୋଭିଡ ପରୀକ୍ଷା କରାଯାଉଛି। ଯେତିକି ପରୀକ୍ଷା ହେଉଛି, ସେଥିରୁ ବହୁତ୍ କମ ପଜିଟିଭ ଆସୁଛି। ଲୋକମାନଙ୍କୁ ପରାମର୍ଶ, ସତର୍କତା ଅବଲମ୍ବନ କରନ୍ତୁ। ଗହଳି ଜାଗାକୁ ଯାଆନ୍ତୁ ନାହିଁ। ମାସ୍କ ପିନ୍ଧନ୍ତୁ, ଦରକାର ପଡ଼ିଲେ ଗ୍ଲୋଭସ୍ ବ୍ୟବହାର କରନ୍ତୁ ବୋଲି କହିଛନ୍ତି ।
Trending
- ବସିବ କେନ୍ଦ୍ର ମନ୍ତ୍ରୀ ପରିଷଦ ବୈଠକ
- ସୁରୁଖୁରୁରେ ସରିବ ମହାପ୍ରଭୁଙ୍କ ରଥଯାତ୍ରା
- ୬ ରୋଗୀଙ୍କ ଜୀବନ ନେଲା ଭୁଲ୍ ଇଞ୍ଜେକ୍ସନ
- ଶର୍ମିଷ୍ଠା ପାନୋଲିଙ୍କ ବିରୋଧରେ ଅଭିଯୋଗ ଦାଖଲ କରିଥିବା ଅଭିଯୋଗକାରୀ ନିଖୋଜ
- ମଦ ନୀତି ଅନୁଧ୍ୟାନ କରିବେ ସରକାର
- ରାଜ୍ୟରେ କୋଭିଡ ପଜିଟିଭ ସଂଖ୍ୟା ୧୫କୁ ବୃଦ୍ଧି
- ଦିନକରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬୩ ବୃଦ୍ଧି
- ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ
- ସିନ୍ଦୂର ଆମ ପରମ୍ପରା। ସିନ୍ଦୂର ନାରୀ ଶକ୍ତିର ପ୍ରତିକ – ମୋଦୀ
- ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ୨୪ ଘଣ୍ଟିଆ ବସ୍ ସେବା
Next Post