ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ତଦନ୍ତ ପାଇଁ ଏଫ୍ଏମ୍ କଲେଜରେ ପହଞ୍ଚିଲା ୟୁଜିସି ଫ୍ୟାକ୍ଟ ଫାଇଣ୍ଟିଂ ଟିମ୍ । ଦିଲ୍ଲୀରୁ ଆସି ବାଲେଶ୍ୱରରେ ପହଞ୍ଚିଛନ୍ତି ଫ୍ୟାକ୍ଟ ଫାଇଣ୍ଡିଂର ୪ଜଣିଆ ଟିମ୍ । କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ, ଆଇସିସି ସଦସ୍ୟଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରୁଛନ୍ତି । ସେପଟେ ଆଜି ବି କଲେଜକୁ ଯାଇ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ ଟିମ୍ । ଆଜି ତଦନ୍ତକାରୀ ଅଧିକାରୀ ମାନେ କଲେଜରେ ପହଞ୍ଚି କିଛି ଛାତ୍ରଛାତ୍ରୀ ଓ ଅଧ୍ୟକ୍ଷକଙ୍କୁ ପଚରାଉଚାର କରିଛନ୍ତି । ଛାତ୍ରୀ ଜଣଙ୍କ ପେଟ୍ରୋଲ କେଉଁଠୁ ଆଣିଲେ, କିପରି ଭାବରେ ଢାଲି ହୋଇ ନିଆଁ ଲଗାଇଲେ ସେନେଇ ଖୋଳତାଡ ଜାରି ରହିଛି ।
Trending
- ଦିଲ୍ଲୀର ଏନଜିଓ କର୍ମୀଙ୍କୁ ମାଡ଼ ଘଟଣାରେ ଆଉ ୪ଜଣଙ୍କୁ ବାନ୍ଧିଲା ପୋଲିସ, ଗିରଫ ସଂଖ୍ୟା ୨୦କୁ ବୃଦ୍ଧି
- ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା
- ରାଷ୍ଟ୍ରପତିଙ୍କ ଗାଁକୁ ମୋଦୀଙ୍କ ବଡ ଭେଟି
- ମୟୂରଭଞ୍ଜରେ ମହାମେଳି: ଗୋଟିଏ ମଞ୍ଚରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ, ଓଡ଼ିଶାକୁ ୪୭,୬୦୦ କୋଟିର ଭେଟି
- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ: ଶୁଭେଚ୍ଛା ପତ୍ର ଓ ସ୍ମାରକୀ ପ୍ରଦାନ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
- ପାହାଡ଼ପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି, ହାତ ହଲାଇ ଜନତାଙ୍କୁ ଜଣାଇଲେ ଅଭିବାଦନ
- ଆସନ୍ତାକାଲିର ସଭା ଭାରତ ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇରହିବ : ମନମୋହନ ସାମଲ
- ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ନିଜ ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ଜୁନ୍ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମକୁ ଅବରୋଧ କରିବା ପାଇଁ ସରକାରଙ୍କ ନିଷ୍ପତ୍ତିକୁ ଦିଲ୍ଲୀ ହାଇକୋର୍ଟ ସମର୍ଥନ ଜଣାଇଛନ୍ତି
- NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ , ପରୀକ୍ଷା ହଲ୍ କୁ ଯିବା ପୂର୍ବରୁ ହେବ ବାୟୋମେଟ୍ରିକ୍ ଭେରିଫିକେସନ୍
Next Post