ବଳଙ୍ଗା ଘଟଣା: ଦୋଷୀଙ୍କ ବିରୁଦ୍ଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ – ପ୍ରଭାତୀ ପରିଡ଼ା

ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ବାଇଆ ବରର ଜଣେ ଯୁକ୍ତ-୨ ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ। ସାଇକେଲରେ ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ନାବାଳିକାକୁ ଅଟକାଇ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଛନ୍ତି । ଗୁରୁତର ଅବସ୍ଥାରେ ନାବାଳିକା ପୀଡ଼ିତାଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି । ଘଟଣାକୁ ନେଇ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଛନ୍ତି ପ୍ରଭାତୀ ପରିଡା । ଦୋଷୀଙ୍କ ବିରୁଦ୍ଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave a comment