ଟେଷ୍ଟ କ୍ରିକେଟ ଇତିହାସରେ ୩ୟ ସବୁଠାରୁ ବଡ଼ ବିଜୟ ହାସଲ କରିଛି ନ୍ୟୁଜିଲାଣ୍ଡ
ଟେଷ୍ଟ କ୍ରିକେଟ ଇତିହାସରେ ୩ୟ ସବୁଠାରୁ ବଡ଼ ବିଜୟ ହାସଲ କରିଛି ନ୍ୟୁଜିଲାଣ୍ଡ । ଜିମ୍ବାଓ୍ବେକୁ ଗୋଟିଏ ପାଳି ଓ ୩୫୯ ରନରେ ପରାସ୍ତ କରି ନ୍ୟୁଜିଲାଣ୍ଡ ଏହି ସଫଳତା ହାସଲ କରିଛି । ଏହା ସହିତ ୨ ଟିକିଆ ଟେଷ୍ଟ ସିରିଜକୁ ୨-୦ରେ ହାତେଇଛି ନ୍ୟୁଜିଲାଣ୍ଡ ।