ରାଜ୍ୟରେ ୧୪ ଟି ଚିକିତ୍ସାଳୟକୁ ଅଙ୍ଗ ପ୍ରତିରୋପଣ ପାଇଁ ପଞ୍ଜୀକୃତ କରାଯାଇଛି। ‘ସୂରଜ ପୁରସ୍କାର’ ରାଜ୍ୟବାସୀଙ୍କୁ ଅଙ୍ଗଦାନ କରି ଅନ୍ୟମାନଙ୍କ ଜୀବନ ରକ୍ଷା କରିବା ନିମନ୍ତେ ଆଗେଇ ଆସିବା ପାଇଁ ପ୍ରୋତ୍ସାହିତ କରିବ ବୋଲି ବିଶ୍ବ ଅଙ୍ଗଦାନ ଦିବସରେ ମତ ପ୍ରକାଶ ପାଇଛି। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ବିଶ୍ୱ ଅଙ୍ଗଦାନ ଦିବସ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ଅଙ୍ଗଦାତାମାନେ ମୃତ୍ୟୁ ପରେ ସୁସ୍ଥ ଓ ମୂଲ୍ୟବାନ ଅଙ୍ଗ ଦାନ କରି ଅନ୍ୟମାନଙ୍କର ଜୀବନ ବଞ୍ଚାଇ ଥିବାରୁ ଅଙ୍ଗଦାତା ଓ ତାଙ୍କ ପରିବାରର ମହାନତାକୁ ପ୍ରଶଂସା କରିଥିଲେ।
Trending
- ନବଦିନାତ୍ମକ ଯାତ୍ରା ସାରି ରତ୍ନବେଦୀରେ ବିଜେ ହୋଇଛନ୍ତି ଶ୍ରୀଜିଉ , ଆଜି ଶ୍ରୀମନ୍ଦିରରେ ବାହାରିବ ନୀଳାଚଳ ଅବଢ଼ା
- ମୁଖ୍ୟମନ୍ତ୍ରୀଙ୍କ ୧୯ତମ ଅଭିଯୋଗ ଶୁଣାଣି,୧୨ ଜଣ ରୋଗୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୬ ଲକ୍ଷ ୧୫ ହଜାର ଟଙ୍କା ପ୍ରଦାନ
- ପାରଳାଖେମୁଣ୍ଡି ACF ସୌମ୍ୟ ମୃତ୍ୟୁ ମାମଲାରେ ବଡ଼ ମୋଡ଼,ଆତ୍ମସମର୍ପଣ କଲେ ଗଜପତିର ତତ୍କାଳୀନ DFO ସଂଗ୍ରାମ ବେହେରା
- ନାଇଡୁ ରିପୋର୍ଟ ଫାଇଲକୁ ନେଇ ବଡ଼ ପଦକ୍ଷେପ,ନାଇଡୁ କମିସନ ଫାଇଲ ଖୋଜିବ କ୍ରାଇମବ୍ରାଞ୍ଚ
- କକରୋଚ୍ ଜନତା ପାର୍ଟି ପରେ ଇ୨୦ ଜନତା ପାର୍ଟି ମୁଣ୍ଡ ଟେକିଛି, ୧୦୦ ପ୍ରତିଶତ ଶୁଦ୍ଧ ପେଟ୍ରୋଲ ମିଳିବା ଦାବି ନେଇ ଆନ୍ଦୋଳନ ଓ୍ବହ୍ଲାଇବ
- ଆଜି ନୀଳାଦ୍ରି ବିଜେ,ମହାପ୍ରଭୁ ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ
- ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍–୧୬’ର ବିଜେତା ଭାବେ ଇତିହାସ ସୃଷ୍ଟି କଲେ ଓଡ଼ିଶା ଝିଅ ଜ୍ୟୋତିର୍ମୟୀ ନାୟକ
- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ , ଭଟଲି ନିର୍ବାଚନମଣ୍ଡଳୀର ତିନି ଥର ବିଧାୟକ ଥିଲେ ସୁଶାନ୍ତ ସିଂ
- କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଲେ ପ୍ରହ୍ଲାଦ ଯୋଶୀ
- ଭୁବନେଶ୍ୱରରେ ପୁଣି ହିଟ୍ ଆଣ୍ଡ୍ ରନ୍ , ତମାଣ୍ଡୋ ଫୁଟ୍ ଓଭରବ୍ରିଜ୍ ନିକଟରେ ଧକ୍କା ଦେଲା ଅଜଣା ଗାଡ଼ି,ମିଳିଲା ମୃତକଙ୍କ ମୁଣ୍ଡ ବିହୀନ ମୃତଦେହ