ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ହତ୍ୟାକାରୀଙ୍କୁ ଧରାଯିବା ଉପରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,
ଯେଉଁ କମିସନ ବସିଥିଲା ତାହାର ଏବେ ତର୍ଜମା କରାଯାଉଛି। ଆଇନ ବିଭାଗ, ଆଇନ ବିଶାରଦମାନେ ତର୍ଜମା କରୁଛି। ଉପଯୁକ୍ତ ସମୟରେ ଉପଯୁକ୍ତ ନିଷ୍ପତ୍ତି ନିଆଯିବ। ଯେଉଁମାନେ ଏଥିରେ ସଂପୃକ୍ତ ଅଛନ୍ତି, ସେମାନଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ ହେବ ସେ ଦିଗରେ ପରାମର୍ଶ ନିଆଯାଉଛି।। କଂଗ୍ରେସ ମଧ୍ୟ ଲକ୍ଷ୍ମଣାନନ୍ଦଙ୍କ ହତ୍ୟାର ଫାଇଲ୍ ଖୋଲିବାକୁ ଚାହୁଁଥିବା ପ୍ରଶ୍ନର ଜବାବରେ ବିଜେପି ରାଜ୍ୟ ସଭାପତି କହିଛନ୍ତି, କଂଗ୍ରେସ କଣ ଡିମାଣ୍ଡ କରୁଛି, ତାହା ବଡ଼ କଥା ନୁହେଁ, ବିଜେପି ଯାହା ସଂକଳ୍ପ ନେଇଛି ତାହା କରିବ।
Trending
- କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଲେ ପ୍ରହ୍ଲାଦ ଯୋଶୀ
- ଭୁବନେଶ୍ୱରରେ ପୁଣି ହିଟ୍ ଆଣ୍ଡ୍ ରନ୍ , ତମାଣ୍ଡୋ ଫୁଟ୍ ଓଭରବ୍ରିଜ୍ ନିକଟରେ ଧକ୍କା ଦେଲା ଅଜଣା ଗାଡ଼ି,ମିଳିଲା ମୃତକଙ୍କ ମୁଣ୍ଡ ବିହୀନ ମୃତଦେହ
- ଆଜି ଦେଶ ପାଳୁଛି ୨୭ତମ କାରଗିଲ ବିଜୟ ଦିବସ, ଯବନାଙ୍କ ବଳିଦାନକୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ଦେଶବାସୀ
- ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି,ମନ୍ କୀ ବାତ୍’ରେ କାର୍ଗିଲ୍ ବୀରଙ୍କ ବୀରତ୍ୱ ଏବଂ ସାହସର କଥାକୁ ମନେପକାଇଲେ ମୋଦୀ
- ପ୍ରବଳ ବର୍ଷା ଯୋଗୁଁ ଖୋଲିଲା ହରିହର ଯୋର ଡ୍ୟାମର ୪ଟି ଗେଟ୍,ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ
- ଆଜି ରଥ ଉପରେ ଶ୍ରୀଜିଉଙ୍କ ‘ଅଧର ପଣା’ ନୀତି ,ଅଶରୀରୀ ଓ ଚଣ୍ଡୀ-ଚାମୁଣ୍ଡାଙ୍କ ଉଦ୍ଧାର ପାଇଁ ରଥରେ ଭଙ୍ଗାଯିବ ୯ଟି ମାଟି ହାଣ୍ଡି
- ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବାର ନିଷ୍ପତ୍ତି ଧର୍ମେନ୍ଦ୍ର ପ୍ରଧାନଙ୍କ ଉଚ୍ଚ ନୈତିକ ଆଦର୍ଶ ଓ ଦାୟିତ୍ୱବୋଧର ପରିଚୟ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ମହାପ୍ରଭୁଙ୍କ ସୁନା ବେଶ ପାଇଁ ଭୁବନେଶ୍ୱର-ପୁରୀ ରାସ୍ତାରେ ଅସମ୍ଭାଳ ଭିଡ଼,ମାଳତୀପାଟପୁର ଟ୍ରାଫିକ ଅତିକ୍ରମ କରିବାକୁ ଲାଗୁଛି ୨ ଘଣ୍ଟାରୁ ଅଧିକ ସମୟ
- କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ: ଅପରାଧିକ ପୃଷ୍ଠଭୂମି ଥିବା ୨,୦୦୦ ରୁ ଅଧିକ ବ୍ୟକ୍ତିଙ୍କୁ ଚିହ୍ନଟ,୫ ଟି ଏଫଆଇଆର,୧୩୦ ପୁଲିସ ଆହତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଲେ ଧର୍ମେନ୍ଦ୍ର ପ୍ରଧାନ
Prev Post