ସମ୍ବଲପୁରରେ ହେବ ଓୟୁଏଟିର ଆଉ ଏକ କ୍ୟାମ୍ପସ। ଏନେଇ କୃଷି ବିଭାଗ ଦାୟିତ୍ୱରେ ଥିବା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଘୋଷଣା କରିଛନ୍ତି। ସେଠାକୁ ଖୁବଶୀଘ୍ର ଏକ ଟିମ୍ ପରିଦର୍ଶନ କରିବାକୁ ଯିବ। ମୟୂରଭଞ୍ଜ, ବ୍ରହ୍ମପୁରରେ ବି କୃଷି କଲେଜ ଖୋଲାଯିବ। ସୋନପୁରରେ ମତ୍ସ୍ୟ ଓ ପଶୁ ସମ୍ପଦ କଲେଜ ହେବ ବୋଲି କହିଛନ୍ତି କନକବର୍ଦ୍ଧନ।
Trending
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
- ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
- ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ
- ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ : ମୁଖ୍ୟମନ୍ତ୍ରୀ
- ନଭି ମୁମ୍ବାଇ ଏୟାରପୋର୍ଟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ଭାରତୀୟ ବାୟୁସେନା ଦିବସରେ ଶକ୍ତି ଦେଖାଇଲା ବାୟୁ ସେନା