ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ

ଆଜି ରାଜ୍ୟ କ୍ୟାବିନେଟ ବୈଠକ ୦୩ ଟି ବିଭାଗର ୦୪ ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି  । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ  ବିଭାଗର ୧ ଟି, ଇଲେକ୍ଟ୍ରୋନିକ୍ସ ଏବଂ ଆଇ ଟି ବିଭାଗର ୨ ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଥିଲା  l  ୪ର୍ଥ ପ୍ରସ୍ତାବଟି ଆଗାମୀ ସେପ୍ଟେମ୍ବର ୧୮ ତାରିଖରୁ ୧୭ ତମ ବିଧାନ ସଭାର ୪ର୍ଥ ଅଧିବେଶନ ଆରମ୍ଭ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ମିଳିଛି ।

Leave a comment