ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ଲୋକସଭାର ବାଚସ୍ପତି ଓମ୍ ବିର୍ଲା। ଅଗଷ୍ଟ ୨୯ ଏବଂ ୩୦ରେ ଏହି ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ। ୧୯୯୪ ପରେ ପ୍ରଥମ ଥର ପାଇଁ ଓଡ଼ିଶାରେ କୌଣସି ସଂସଦୀୟ କମିଟିର ବୈଠକ ଅନୁଷ୍ଠିତ ହେଉଛି। ଏଥିରେ ସବୁ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା କମିଟିର ଜଣେ ଅଧ୍ୟକ୍ଷ, ୫ ଜଣ ସଦସ୍ୟ ଏବଂ ୪ ଜଣ ବିଧାୟକ ଯୋଗଦେଇଛନ୍ତି। ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂସଦୀୟ କମିଟିର ୩୦ଜଣ ସଦସ୍ୟ ଯୋଗଦେଇଛନ୍ତି।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post
Next Post