କେନ୍ଦୁପତ୍ର ଉପରେ ଜଏସ୍ଟି ୧୮ରୁ ୫ ପ୍ରତିଶତ ହ୍ରାସ ପାଇଛି । ଏହା ଦ୍ବାରା ରାଜ୍ୟର କେନ୍ଦୁପତ୍ର ତୋଳାଳି ଅଧିକ ଲାଭବାନ୍ ହେବେ । ଏହା ସହ କୃଷି କ୍ଷେତ୍ରରେ ମଧ୍ୟ ଚାଷୀଙ୍କୁ ଅଧିକ ଲାଭ ମିଳିବ । କୃଷି କ୍ଷେତ୍ରରେ ଜିଏସ୍ଟି ହ୍ରାସ ପାଇଥିବାରୁ ରାଜ୍ୟର କୃଷକ ଅଧିକ ଲାଭାନ୍ବିତ ହେବେ । ଏହା ସହ କୋଇଲା ଉତ୍ପାଦନରେ ମଧ୍ୟ ଓଡ଼ିଶାକୁ ଅଧିକ ଲାଭ ମିଳିବ। ଜିଏସ୍ଟି ସ୍ଲାବରେ ପରିବର୍ତ୍ତନ ପରେ ଓଡ଼ିଶାକୁ ମିଳିବ ବଡ଼ ଲାଭ । ନୂଆଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି , କେନ୍ଦୁପତ୍ର ଉପରେ ଜଏସ୍ଟି ୧୮ରୁ ୫ ପ୍ରତିଶତ ହ୍ରାସ ପାଇଛି । ଏହା ଦ୍ବାରା ରାଜ୍ୟର କେନ୍ଦୁପତ୍ର ତୋଳାଳି ଅଧିକ ଲାଭବାନ୍ ହେବେ । ଏହା ସହ କୃଷି କ୍ଷେତ୍ରରେ ମଧ୍ୟ ଚାଷୀଙ୍କୁ ଅଧିକ ଲାଭ ମିଳିବ । କୃଷି କ୍ଷେତ୍ରରେ ଜିଏସ୍ଟି ହ୍ରାସ ପାଇଥିବାରୁ ରାଜ୍ୟର କୃଷକ ଅଧିକ ଲାଭାନ୍ବିତ ହେବେ । ଏହା ସହ କୋଇଲା ଉତ୍ପାଦନରେ ମଧ୍ୟ ଓଡ଼ିଶାକୁ ଅଧିକ ଲାଭ ମିଳିବ। ସେସ୍ କମିବା ଯୋଗୁ ଅଧିକ ଫାଇଦାରେ ରହିବ ଓଡ଼ିଶା । କେନ୍ଦ୍ର ସରକାର ଜିଏସ୍ଟି ସ୍ଲାବରେ ପରିବର୍ତ୍ତନ କରିଥିବାରୁ ରାଜ୍ୟର ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଅଧିକ ଉପକୃତ ହେବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Next Post