ପରଲୋକରେ ଓଡ଼ିଆ ଚଳଚ୍ଚିତ୍ରଜଗତର ଜଣାଶୁଣା ନିର୍ଦ୍ଦେଶକ ଗୋପାଳ ଯୋଗେଶଙ୍କର

ଓଡ଼ିଆ ଚଳଚ୍ଚିତ୍ରଜଗତର ଜଣାଶୁଣା ନିର୍ଦ୍ଦେଶକ ଗୋପାଳ ଯୋଗେଶଙ୍କର ପରଲୋକ ଘଟିଛି  ।  ରାଜସ୍ଥାନର ବିକାନୀରରେ ଥିବା ନିଜ ପୈତୃକ ବାସଭବନରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି  ।  ସେ ଓଡ଼ିଆ ଚଳଚ୍ଚିତ୍ର ପତି ପରମେଶ୍ୱର, ଷୋଳ ଶୁକ୍ରବାର, ପ୍ରେମ ବନ୍ଧନ ଓ ଭାଗ୍ୟଚକ୍ର ତଥା ଦୁଇଟି ହିନ୍ଦୀ ଧାରାବାହିକର ନିର୍ଦ୍ଦେଶନା ଦେଇଥିଲେ  । ଓଡ଼ିଆ ଚଳଚ୍ଚିତ୍ରଜଗତର ଜଣାଶୁଣା ନିର୍ଦ୍ଦେଶକ ଗୋପାଳ ଯୋଗେଶଙ୍କର ପରଲୋକ ଘଟିଛି  ।  ରାଜସ୍ଥାନର ବିକାନୀରରେ ଥିବା ନିଜ ପୈତୃକ ବାସଭବନରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି  । ସେ ଓଡ଼ିଆ ଚଳଚ୍ଚିତ୍ର ପତି ପରମେଶ୍ୱର, ଷୋଳ ଶୁକ୍ରବାର, ପ୍ରେମ ବନ୍ଧନ ଓ ଭାଗ୍ୟଚକ୍ର ତଥା ଦୁଇଟି ହିନ୍ଦୀ ଧାରାବାହିକର ନିର୍ଦ୍ଦେଶନା ଦେଇଥିଲେ  । ସେ ମଧ୍ୟ ଜଣେ ଭଲ ଅଭିନେତା ଥିଲେ  ।  ଫୁଲ ଚନ୍ଦନ, ଜାଇଫୁଲ, ପୂଜାଫୁଲ, ଶଙ୍ଖାସିନ୍ଦୂର ଆଦି ସିନେମାର ଅନ୍ୟତମ ନାୟିକା ବିଶିଷ୍ଟ ଓଡ଼ିଆ ଅଭିନେତ୍ରୀ ଜୟାସ୍ୱାମୀ ତାଙ୍କର ପତ୍ନୀ  ।

Leave a comment