‘ଅନ୍ତ୍ୟୋଦୟ ଗୃହ ଯୋଜନା’ ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ ସ୍ଥାୟୀ ଆଶ୍ରୟସ୍ଥଳ ସୁନିଶ୍ଚିତ ହେଉଛି

ଲୋକଙ୍କ ସରକାରରେ ଲୋକଙ୍କ ଉନ୍ନତି ଓ ବିକାଶକୁ ପ୍ରାଥମିକତା ଦେଇ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ ସ୍ଥାୟୀ ଆଶ୍ରୟସ୍ଥଳ ସୁନିଶ୍ଚିତ ହେଉଛି। ଏହାଦ୍ବାରା ପ୍ରତ୍ୟେକ ନାଗରିକ ମର୍ଯ୍ୟାଦାପୂର୍ଣ୍ଣ ଜୀବନଯାପନ କରିବେ ବୋଲି ମୋର ଦୃଢ଼ ଆଶା ଓ ବିଶ୍ୱାସ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ଏହା କହିଛନ୍ତି।

Leave a comment