ସମ୍ଭାବ୍ୟ ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତ ଜିଲ୍ଲା ପ୍ରଶାସନ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୁଚନା ଦେଇଛନ୍ତି ଗଜପତି ଜିଲ୍ଲାପାଳ ମଧୁମିତା। ଆନ୍ଧ୍ର ପ୍ରଦେଶର ମଛିଲିପାଟଣା ନିକଟରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଯାହାର ପ୍ରଭାବ ପଡିବା ନେଇ ଗଜପତି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ୨୭ ତାରିଖ ଓରେଞ୍ଜ ଓ୍ବାରନିଙ୍ଗ ଓ ୨୮ ତାରିଖ ରେଡ୍ ଆଲର୍ଟ ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପବନର ବହିବାର ସମ୍ଭାବନା ଥିବାରୁ ଆସନ୍ତା କାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନବାଡି କେନ୍ଦ୍ରକୁ ବନ୍ଦ ରଖିବା ପାଇଁ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟା ନେଇ ଗଜପତିରେ କାଲି ଠାରୁ ୪ଦିନ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ନିଷ୍ପତ୍ତି ହୋଇଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ