ନ୍ୟାସନାଲ ହେରାଲ୍ଡ ମାମଲାରେ ନୂଆ ଏଫଆଇର ରୁଜୁ କଲା ଦିଲ୍ଲୀ ପୁଲିସର ଅର୍ଥନୈତିକ ଅପରାଧ ଶାଖା । ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି ଦିଲ୍ଲୀ ପୁଲିସର ଇଓଡବ୍ଲ୍ୟୁ। ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ଅପରାଧିକ ଷଡ଼ଯନ୍ତ୍ରର ଅଭିଯୋଗ ଲଗାଯାଇଛି । ୯୮୮ କୋଟି ଟଙ୍କାର ଦୁର୍ନୀତି ହୋଇଥିବା ନେଇ ଇଡିର ବୟାନ । ଇଡି କହିଛି, ଆସୋସିଏଟ୍ ଜର୍ଣ୍ଣାନ ଏଲଟିଡି(ଏଜେଲ) କମ୍ପାନୀକୁ ସଠିକ୍ ବଜାର ମୂଲ୍ୟ ନଦେଇ କମ୍ପାନୀକୁ ୟଙ୍ଗ୍ ଇଣ୍ଡିଆ କିଣିନେଇଥିଲା । ଆଉ ୟଙ୍ଗ୍ ଇଣ୍ଡିଆ କମ୍ପାନୀରେ ରାହୁଲ ଗାନ୍ଧୀ ଓ ସୋନିଆ ଗାନ୍ଧୀ ୭୬ ପ୍ରତିଶତ ସେୟାର ଥିଲା । ଏଜେଲ କମ୍ପାନୀର ବଜାର ମୂଲ୍ୟ ସେତେବେଳେ ୨ ହଜାର କୋଟି ଟଙ୍କା ଥିଲା । କିନ୍ତୁ ମାତ୍ର ଏକ କୋଟି ଟଙ୍କା ଦେଇ ଏଜେଲ କମ୍ପାନୀକୁ ବିକା ଯାଇଥିଲା ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ