ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି।
ମା’ ତାରିଣୀ ପୀଠର ବିକାଶ ପାଇଁ ୩୦୦ କୋଟିରୁ ଊଦ୍ଧର୍ବ ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ମା’ ତାରିଣୀ ପରିକ୍ରମା ସମନ୍ବିତ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ଏହା ଛଡ଼ା ଏକ ସାଧାରଣ ସଭାକୁ ସମ୍ବୋଧିତ କରିବେ।
ବହୁ ପ୍ରତୀକ୍ଷିତ ମା’ ତାରିଣୀ ପୀଠର ସୌନ୍ଦର୍ଯ୍ୟକରଣ ଓ ଉନ୍ନୟନ ପ୍ରକଳ୍ପର ଉତ୍ସବରେ ଯୋଗ ଦେବା ସହ ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଓ ଭାଷଣ ଶୁଣିବାକୁ ହଜାର ହଜାର ସଂଖ୍ୟାରେ ଲୋକଙ୍କ ଭିଡ଼ ଜମିଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ