ଆଜିର ରାଶିଫଳ

ମେଷ: ବ୍ୟବସାୟରେ ବଡ଼ ଫଇସଲା ନେବାକୁ ପଡ଼ିପାରେ। ପାରିବାରିକ ବିବାଦ ଠାରୁ ଦୂରରେ ରୁହନ୍ତୁ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ। ଶିକ୍ଷାର୍ଥୀଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ। ‌