ଶ୍ରୀମନ୍ଦିର ଭକ୍ତନିବାସ ପାର୍କିଂ ଫି ୫୦୦ ଟଙ୍କା ରହିବ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସ୍ପଷ୍ଟ କରିଛନ୍ତି। ମୁଖ୍ୟ ପ୍ରଶାସକ କହିଛନ୍ତି, ଭକ୍ତ ନିବାସରେ ସ୍ବଳ୍ପ ମୂଲ୍ୟରେ ଯାତ୍ରୀଙ୍କୁ ରୁମ ଭଡ଼ା ଦିଆଯାଉଛି। ବାହାରୁ ଆସୁଥିବା ଅନେକ ଭକ୍ତ ଚାରିଚକିଆ ଗାଡ଼ି ନେଇ ଆସୁନାହାନ୍ତି। ଯେଉଁମାନେ ଚାରିଚକିଆ ଆଣି ଆସୁଛନ୍ତି ପାର୍କିଂ ଫି ଦିନକୁ ୫ ଶହ ଟଙ୍କା ଦେବେ। ଅନ୍ୟ ବାହାର ଲୋକ ଭକ୍ତ ନିବାସରେ ଗାଡ଼ି ପାର୍କିଂ କରିପାରିବେ ନାହିଁ। ଅନ୍ୟ ପାର୍କିଂ ସ୍ଥଳରେ ୨୪୦ ଟଙ୍କା ଦେଇ ଗାଡ଼ି ପାର୍କିଂ କରୁଛନ୍ତି ଯାତ୍ରୀ।
Trending
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ