ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନୂଆ ନିର୍ଦେଶକ ହେଲେ ସନଥ କୁମାର

ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନୂଆ ନିର୍ଦେଶକ ହେଲେ ସନଥ କୁମାର ଏନ। ସେ ପୂର୍ବରୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଡେପୁଟି ନିର୍ଦେଶକ ଥିଲେ ସନଥ। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।ପୂର୍ବରୁ  ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନିର୍ଦେଶକ ଥିଲେ ମନୋଜ ଭି ନାଏର । ତାଙ୍କୁ ବଦଳି କରାଯାଇ ରାଜ୍ୟ ପ୍ରଦୂଷଣ ବୋର୍ଡ ବିଭାଗର ସଚିବ ଭାବ​‌ରେ ଦାୟିତ୍ଵ ଦିଆଯାଇଛି।

Leave a comment