ବିଜେଡି ଦଳରୁ ବିଦା ହେଲେ ପ୍ରଭାତ ବିଶ୍ୱାଳ । ବିଶୃଙ୍ଖଳା ଏବଂ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କୃତ ହୋଇଥିବା ଜଣାପଡିଛି । ବହିଷ୍କାର ପରେ ପ୍ରତିକ୍ରିୟା ରଖି ସେ କହିଥିଲେ ଯେ, ” ବିଜେଡି ଫଣ୍ଡ ସ୍କାମ ଆଡକୁ ଈଶାରା କଲେ କ୍ଷୁବ୍ଧ ପ୍ରଭାତ । ବିଜେଡି ପାଇଁ ବହୁ ପରିଶ୍ରମ ହୋଇଛି ବୋଲି ପ୍ରଭାତ ବିଶ୍ୱାଳ କହିଥିଲେ । ବିଜେଡିର ଆକାଉଣ୍ଟ ବାହାର ରାଜ୍ୟରେ ଖୋଲିବା ଗ୍ରହଣୀୟ ନୁହେଁ । ପାର୍ଟିର ଅଜାଣତରେ ବାହାର ରାଜ୍ୟରେ ଖୋଲିଲେ ବରଦାସ୍ତ କରାଯିବନି । ସେଥିପାଇଁ ମୁ ରିଆକ୍ଟ କରିଛି ବୋଲି କହିଥିଲେ ପ୍ରଭାତ । ଏଥିସହ ବିଜୁ ଜନତା ଦଳର ୧୮୮ କୋଟି ଟଙ୍କା ଅଛି ।ଯେଉଁମାନେ ବହିଷ୍କାର କରିଛନ୍ତି ସେମାନେ ରାତି ଅନିଦ୍ରା ହୋଇନାହାନ୍ତି ବୋଲି ସେ କହିଥିଲେ । ରାତି ଅନିଦ୍ରା ହୋଇ ସେ ନବୀନ ନିବାସ ମଧ୍ୟ ଯାଇଥିଲେ । ଆହୁରି ମଧ୍ୟ ସେ କହିଛନ୍ତି ଯେ, “ସମୟ ଆସିଗଲା । ସତ୍ୟ ପ୍ରକାଶ ହେବ ।”
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା