ସରିଲା ମାଟ୍ରିକ ପରୀକ୍ଷ । ଆଜି ଶେଷ ଦିନରେ ଗଣିତ ପରୀକ୍ଷା ଦେଇଛନ୍ତି ସାଢ଼େ ୫ଲକ୍ଷ ପରୀକ୍ଷାର୍ଥୀ । ମେ ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବା ମାଟ୍ରିକ୍ ରେଜଲ୍ଟ । ଏଥିପାଇଁ ପୀରକ୍ଷା ସରିବା ପରେ ଖୁବଶୀଘ୍ର ଆରମ୍ଭ ହେବ ଖାତା ଦେଖା । ଖାତା ଦେଖା ଶୀଘ୍ର ସାରିବା ପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ତ୍ରୁଟି ଏଡେଇବାକୁ ବିଭାଗ ପକ୍ଷରୁ ବିଶେଷ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ମାଟ୍ରିକ୍ ପରୀକ୍ଷା ଶେଷ ଦିନରେ ଏନେଇ ଆଜି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ବଡ଼ ସୂଚନା ଦେଇଛନ୍ତି । ଚଳିଥ ବର୍ଷ ଫେବ୍ରୁଆରୀ ୧୯ ତାରିଖଠାରୁ ମାର୍ଚ୍ଚ ୨ ତାରିଖ ଯାଏ ମାଟ୍ରିକ୍ ପରୀକ୍ଷା ଅନୁଷ୍ଠିତ ହେଉଛି । ଶେଷ ଦିନରେ ଛାତ୍ରଛାତ୍ରୀମାନେ ଗଣିତ ପରୀକ୍ଷା ଦେଉଛନ୍ତି ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା