ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ । ଚାଲିଛି ଗୁରୁତ୍ୱପୂର୍ଣ୍ଣ କୋର କମିଟି ବୈଠକ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିଛି କୋର କମିଟି ବୈଠକ । ଓଡ଼ିଶା ଗସ୍ତରେ ଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କୋର କମିଟି ବୈଠକରେ ଯୋଗ ଦେଇଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜନ୍ତ ପଣ୍ଡା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ କୋର କମିଟି ବୈଠକରେ ଯୋଗ ଦେଇଛନ୍ତି ।ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା, ପୂର୍ବତନ ରାଜ୍ୟ ବିଜେପି ସଭାପତି ତଥା ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଓ ବସନ୍ତ ପଣ୍ଡା, ସାଂସଦ ପ୍ରତାପ ଷଡ଼ଙ୍ଗୀ, ସମ୍ବିତ ପାତ୍ର, ରାଜ୍ୟ ସଙ୍ଗଠନ ମନ୍ତ୍ରୀ ମାନସ କୁମାର ମହାନ୍ତି ମଧ୍ୟ କୋର କମିଟି ବୈଠକ ଯୋଗ ଦେଇଛନ୍ତି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ