ଭୁବନେଶ୍ବର : ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର। ପେଟ୍ରୋଲ ଲିଟର ପିଛା ୮୭ ପଇସା ଓ ଡିଜେଲ ଲିଟର ପିଛା ୯୧ ପଇସା ବୃଦ୍ଧି ପାଇଛି। ଗୋଟିଏ ମାସରେ ଲଗାତାର ୩ ଥର ବଢ଼ିଛି ତେଲ ଦର। ପଶ୍ଚିମ ଏସିଆରେ ସଙ୍କଟ କାରଣରୁ ବାରମ୍ବାର ବଢ଼ିବାରେ ଲାଗିଛି ତେଲ ଦର। ନୂଆ ଦର ଅନୁସାରେ ଦିଲ୍ଲୀରେ ପେଟ୍ରୋଲ ଲିଟର ହୋଇଛି ୯୯ ଟଙ୍କା ୫୧ ପଇସା। ଡିଜେଲ ଦର ହୋଇଛି ୯୨ ଟଙ୍କା ୪୯ ପଇସା। ଦେଶରେ ପର୍ଯ୍ୟାପ୍ତ ତୈଳ ଗଚ୍ଛିତ ରହିଛି ବୋଲି କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରାଳୟ ପକ୍ଷରୁ କହିବା ପରେ ପରେ ଏହି ଦର ବୃଦ୍ଧି ଘଟିଛି। ଗତ ୧୫ ତାରିଖରେ ପେଟ୍ରୋଲ, ଡିଜେଲ ୩ ଟଙ୍କା ଲେଖାଏ ଓ ସିଏନଜି ୨ ଟଙ୍କା ବୃଦ୍ଧି ପାଇଥିଲା। ଗତ ୧୯ରେ ପେଟ୍ରୋଲ ଲିଟର ପିଛା ୯୬ ପଇସା ଓ ଡିଜେଲ ଲିଟର ପିଛା ୯୪ ପଇସା ବୃଦ୍ଧି ପାଇଥିଲା। ଗତ ୧୦ ଦିନ ଭିତରେ ତୃତୀୟ ଥର ଲାଗି ବଢ଼ିଛି ତେଲ ଦର
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ