ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ୭ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ନବୀନ ନିର୍ଦ୍ଦିଷ୍ଟ ଭାବେ କେଉଁ ଉଦ୍ଦେଶ୍ୟ ନେଇ ଦିଲ୍ଲୀ ଯାଇଛନ୍ତି ସେନେଇ ମୁହଁ ଖୋଲିନାହାନ୍ତି। ମାତ୍ର ତାଙ୍କ ଗସ୍ତ ପରେ ବରିଷ୍ଠ ନେତା ଦେବୀ ମିଶ୍ର କହିଛନ୍ତି, ପ୍ରାୟ ସପ୍ତାହବ୍ୟାପୀ କାର୍ଯ୍ୟକ୍ରମ ଲାଗି ସେ ଦିଲ୍ଲୀ ଯାଇଛନ୍ତି। ଏଇଟା ଗୋଟେ ତାଙ୍କର ରୁଟିନ୍ କାର୍ଯ୍ୟକ୍ରମ। ଆଉ କ’ଣ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଥିବ ତାହା ତାଙ୍କୁ ଜଣାନାହିଁ ବୋଲି ଦେବୀ କହିଛନ୍ତି।
Trending
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ
- ରଥଯାତ୍ରା : ରଥତ୍ରୟର ୪୨ ଚକ ସହ ୨୧ ଅଖ ସଂଯୋଗ ଶେଷ
Prev Post