ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ । ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା । ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା । ଶୂନ୍ୟ ପହଣ୍ଡିରେ ଆସି ରଥରେ ବିଜେ କରିଛନ୍ତି ମା’ ସୁଭଦ୍ରା । ଘଣ୍ଟଘଣ୍ଟା, ହରିବୋଲରେ ପ୍ରକମ୍ପିତ ବଡଦାଣ୍ଡ । ହୁଳହୁଳି, ହରିବୋଲରେ କମ୍ପୁଛି ଶ୍ରୀକ୍ଷେତ୍ର । ଦେବଦଳନ ରଥରେ ବିଜେ କରିଛନ୍ତି ମାଆ ସୁଭଦ୍ରା । ସିଂହଦ୍ୱାର ଚକଡ଼ାରେ ବିଜେ ଅଛନ୍ତି ୩ ରଥ । ନନ୍ଦିଘୋଷ, ଦର୍ପଦଳନ ଓ ତାଳଧ୍ୱଜ ରଥ ପ୍ରସ୍ତୁତ । ତିନି ରଥରେ ବିରାଜମାନ କରିବେ ଶ୍ରୀବିଗ୍ରହ । ଏହି ଦିବ୍ୟ ମୁହୂର୍ତ୍ତର ସାକ୍ଷୀ ହେବା ପାଇଁ ବଡ଼ଦାଣ୍ଡରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତି, ଆନନ୍ଦ ଓ ଆଧ୍ୟାତ୍ମିକତାର ଅପୂର୍ବ ସମନ୍ୱୟ ମଧ୍ୟରେ ଏବେ ସମସ୍ତଙ୍କ ନଜର ରହିଛି ପରବର୍ତ୍ତୀ ପହଣ୍ଡି ନୀତି ଏବଂ ମହାପ୍ରଭୁଙ୍କ ରଥାରୋହଣ ଉପରେ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ