ହ୍ରାସ ପାଇଲା ସୁନା ଓ ରୁପା ଦାମ୍

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୮,୨୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୫,୯୦୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୮,୨୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୩୫,୯୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୮,୨୬୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୩୫,୯୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୮,୪୧୦ ଟଙ୍କା ଓ ୨୨ କ୍ୟାରଟେ ୧,୩୬,୦୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୮,୨୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୫,୯୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୮,୨୬୦ ଓ ୨୨ କ୍ୟାରେଟ ମୂଲ୍ୟ ଦର ୧,୩୫,୯୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୩୫,୦୦୦ ଟଙ୍କା ହୋଇଛି ।

Leave a comment