ଆଜି ଶ୍ରୀକ୍ଷେତ୍ରରେ ଗୋଷାଣୀ ମାନଙ୍କର ହେବ ଭସାଣ ଯାତ୍ରା । ଗତକାଲି ଦଶମୀ ତିଥିରେ ମାଆ କାକୁଡ଼ିଖାଇ,ବଡଶଙ୍ଖ ର ମାଆ ସଙ୍ଖେଶ୍ୱରୀ ଆଦି ପୀଠ ଦେବୀଙ୍କ ମୃଣ୍ମୟୀ ମୂର୍ତ୍ତି ବିସର୍ଜନ ହୋଇଥିବା ବେଳେ ଆଜି ସିଂହଦ୍ୱାର ଠାରେ,ଦେବୀ ସଭାରେ ଏକତ୍ରିତ ହେବେ ଗୋଷାଣୀ ସମେତ ,ନାଗା, ସମ୍ପାତ୍ତି,ବୁଢ଼ା ବୁଢ଼ୀ,ଆଦି ଚରିତ୍ର । ଶ୍ରୀକ୍ଷେତ୍ରର ୮ ସାହି ୪୨ ଗଳିର ପ୍ରାୟ ୪୮ଟି ମେଢ଼ ଏକାଠି ହେବ । ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିବା ପରେ ବିସର୍ଜନ ବିଧି ଅନୁଷ୍ଠିତ ହେବ । ଏନେଇ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୧୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରଯାଇଛି। ଶୋଭାଯାତ୍ରାକୁ ଶୃଙ୍ଖଳିତ କରିବା ସହ ଡିଜେ ଉପରେ ସମ୍ପୂର୍ଣ୍ଣ ବ୍ୟାନ କରାଯାଇଛି । ବେଳାଭୂମିରେ ମଧ୍ୟ ୬୦ ଲାଇଫ ଗାର୍ଡ ମୁତୟନ କରାଯାଇଛି
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ