ଋଷି ସୁନକ ବ୍ରିଟେନ ପ୍ରଧାନମନ୍ତ୍ରୀ ପଦ ପାଇଁ କଞ୍ଜରଭେଟିଭ ପାର୍ଟିରେ ସବୁଠୁ ଅଧିକ ସାଂସଦଙ୍କ ସମର୍ଥନ ପାଇଛନ୍ତି। ବ୍ରିଟେନରେ ପ୍ରଧାନମନ୍ତ୍ରୀ ପଦ ପାଇଁ ଦୌଡ଼ରେ ଭାରତୀୟ ମୂଳ ଋଷି ସୁନକଙ୍କୁ ସାଂସଦଙ୍କ ସମର୍ଥନ ରହିଛି । ପ୍ରଥମ ରାଉଣ୍ଡର ଭୋଟିଂରେ ସୁନକଙ୍କୁ ୨୫ ପ୍ରତିଶତ ନେତା ଅର୍ଥାତ ୮୮ ଭୋଟ ମିଳିଛି ଏବଂ ସେ ଶୀର୍ଷରେ ଅଛନ୍ତି । ଦ୍ୱିତୀୟ ସ୍ଥାନରେ ପେନ୍ନୀ ମର୍ଡାନ୍ଟ ୬୭ ଖଣ୍ଡ ଭୋଟ ମିଳିଛି । ସେହିପରି ଲିଜ ଟ୍ରସଙ୍କୁ ୫୦ ଭୋଟ ମିଳିଛି । କେମି ବେଡେନୋକଙ୍କୁ ୩୭ ଭୋଟ ନେଇ ୫ମ ସ୍ଥାନରେ ଅଛନ୍ତି । ତେବେ ଦ୍ବିତୀୟ ରାଉଣ୍ଡରେ ସୁନକଙ୍କୁ କେତେ ସାଂସଦ ସମର୍ଥନ କରୁଛନ୍ତି ତାହା ଉପରେ ନଜର ରହିଛି ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Next Post