ଆସନ୍ତାକାଲି ଠାରୁ ୧୮ ରୁ ୫୯ ବର୍ଗର ଲୋକଙ୍କୁ ମାଗଣା ଟିକାକରଣକୁ ନେଇ ପାରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ।ବର୍ତ୍ତମାନ ପ୍ରିକସନ ଡୋଜ୍ ଉପରେ ଅଧିକ ଗୁରୁ୍ୱ ଦିଆଯାଉଛି । କରୋନା ଯୋଦ୍ଧା, ସମ୍ମୁଖ ଧାଡିର ଯୋଦ୍ଧା, ସ୍ୱାସ୍ଥ୍ୟ କର୍ମୀ ଓ ୬୦ ବର୍ଷର ଅଧିକ ଲୋକମାନେ ୨୮% ଟିକାକରଣ କରାଯାଇଛି । ଆସନ୍ତାକାଲି ଠାରୁ ୧୮ ରୁ ୫୯ ବର୍ଷର ନାଗରିକ ମାନଙ୍କର ପ୍ରିକ୍ସନ ଡୋଜ ମାଗଣାରେ ଦିଆଯିବ । ଏହା ୭୫ ଦିନ ପର୍ଯ୍ୟନ୍ତ ମାଗଣାରେ ଟିକାକରଣ ଚାଲିବ ।ରାଜ୍ୟରେ ପାଖାପାଖି ୩୦୦୦ ଟି ସରକାରୀ ଟିକାକରଣ କେନ୍ଦ୍ର ରହିଛି । ସେଠି ମାଗଣାରେ ଟିକାକରଣ କରିପାରିବେ । କେନ୍ଦ୍ର ଗୁଡିକରେ ଟିକା ଦେବା ପାଇଁ ପର୍ଯ୍ୟାପ୍ତ ପରିମାଣରେ ସ୍ୱାସ୍ଥ୍ୟକର୍ମୀ ରହିଛନ୍ତି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post