ଅଲ୍ଟ ନ୍ୟୁଜ୍ ସହ-ପ୍ରତିଷ୍ଠାତା ମହମ୍ମଦ ଜୁବେରଙ୍କୁ ଶୁକ୍ରବାର ୨୦୧୮ ମସିହାରେ ଟ୍ୱିଟ୍ ମାମଲାରେ ଜାମିନ୍ ପ୍ରଦାନ କରିଛନ୍ତି ଦିଲ୍ଲୀ କୋର୍ଟ। ତାଙ୍କ ବିରୋଧରେ ଥିବା ଅନ୍ୟ ମାମଲାଗୁଡ଼ିକ ବିଚାର ନହେବା ପର୍ଯ୍ୟନ୍ତ ସେ ହେପାଜତରେ ରହିବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଉତ୍ତରପ୍ରଦେଶର ସୀତାପୁର ଜିଲ୍ଳାର ଧାର୍ମିକ ଭାବନାକୁ ଆହତ କରିଥିବା ମାମଲାରେ ତାଙ୍କୁ ଗିରଫ କରାଯାଇଥିଲା। ୨୦୧୮ ମସିହାରେ ଟ୍ୱିଟରରେ ଆପତ୍ତିଜନକ ପୋଷ୍ଟ ଲେଖିଥିବାରୁ ଜୁନ୍ ୨୭ରେ ଦିଲ୍ଳୀ ପୁଲିସ୍ ଅଲ୍ଟ ନ୍ୟୁଜ୍ ସହ-ପ୍ରତିଷ୍ଠାତା ମହମ୍ମଦ ଜୁବେରକୁ ଗିରଫ କରିଥିଲା।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post