ଆପ ସାଂସଦ ସଞ୍ଜୟ ସିଂ କହିଛନ୍ତି, ‘ଆପ୍’ ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ସମର୍ଥନ କରିବ।ରାଷ୍ଟ୍ରପତି ନିର୍ବାଚନ ନେଇ ଏବେ ଦେଶର ରାଜନୈତିକ ମାହୋଲ ସରଗରମ ରହିଛି । ଏହି କ୍ରମରେ ଆଜି ଆମ୍ ଆଦମୀ ପାର୍ଟି ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି । ଦଳ ପକ୍ଷରୁ କୁହାଯାଇଛି କି ରାଷ୍ଟ୍ରପତି ନିର୍ବାଚନରେ ଦଳ ବିରୋଧୀ ମେଣ୍ଟର ପ୍ରାର୍ଥୀ ୟଶୱନ୍ତ ସିହ୍ନାଙ୍କୁ ସମର୍ଥନ କରିବ । ଏନେଇ ଆପ୍ ର ରାଜ୍ୟସଭା ସାଂସଦ ସଂଜୟ ସିଂ ସୂଚନା ଦେଇଛନ୍ତି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କ ଆବାସରେ ଆୟୋଜିତ ଏହି ବୈଠକରେ ଅରବିନ୍ଦ କେଜ୍ରିୱାଲ, ମନୀଷ ସିଶୋଦିଆ, ସଂଜୟ ସିଂ, ଗୋପାଳ ରାୟଳ ଅତିଶୀ ମାର୍ଲିନା, ରାଘବ ଚଡ୍ଡା, ଇମ୍ରାନ ହୋସେନ ଓ ରାକ୍ଷୀ ବିର୍ଲା ପ୍ରମୁଖ ଯୋଗ ଦେଇଥିଲେ ।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ