ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମୀ ଅଧିବେଶନ। ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ ଏହି ଅଧିବେଶନ । ସରକାର ୩୨ଟି ବିଲ୍ ତାଲିକାଭୁକ୍ତ କରିଛନ୍ତି, ସେଥିମଧ୍ୟରୁ ୨୪ ଟି ନୂତନ ବିଲ୍ ରହିଛି। ପ୍ରଥମ ଦିନରେ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ, ୟୁଏଇର ରାଷ୍ଟ୍ରପତି ଶେଖ ଖଲିଫା ବିନ୍ ଜାଏଦ ଅଲ ନାହାନ, ଶାସ୍ତ୍ରୀୟ ସଂଗୀତଜ୍ଞ ପଣ୍ଡିତ ଶିବକୁମାର ଶର୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ସେମାନଙ୍କ ପାଇଁ ଦୁଇ ମିନିଟର ନିରବ ପ୍ରାର୍ଥନା ମଧ୍ୟ କରାଯାଇଥିଲା। ଗୃହରେ ଲୋକସଭାର ଦିବଂଗତ ସାଂସଦଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପରେ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଗୃହକାର୍ଯ୍ୟ ମୁଲତବି ରଖାଯାଇଥିଲା ।
Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା