ଗୁରୁବାର ଅପରାହ୍ନ ୪ ଟା ସୁଦ୍ଧା ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଘୋଷିତ ହେବା ପରେ ଭାରତକୁ ନୂଆ ରାଷ୍ଟ୍ରପତି ମିଳିଯିବେ। ଭୋଟ ଗଣତି ଗୁରୁବାର ସକାକ ୧୧ଟାରୁ ଆରମ୍ଭ ହୋଇଯାଇଛି। ଗୋଟିଏ ପଟେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଜିତିବାକୁ ନେଇ ଆଶ୍ବସ୍ତ ଥିବା ବିଜେପି ବିଜୟର ସବୁପ୍ରକାର ପ୍ରସ୍ତୁତି ଆରମ୍ଭ କରିଦେଇଛି। ବିଜେପିକୁ ଆଶା ରହିଛି ଯେ, ଦଳର ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିରୋଧୀ ପ୍ରାର୍ଥୀ ୟଶବନ୍ତ ସିହ୍ନାଙ୍କୁ ହରାଇ ଦେବେ। ଝାଡଖଣ୍ଡର ପୂର୍ବତନ ରାଜ୍ୟପାଳ ଓ ଏନଡିଏ ପ୍ରାର୍ଥୀ ମୁର୍ମୁଙ୍କୁ ୪୪ ଟି ଦଳ ସମର୍ଥନ କରିଛି। ସେଭଳି ବିପକ୍ଷ ଦଳର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ୩୪ଟି ଦଳ ସମର୍ଥନ କରିଛି। ତେବେ ଏହି ନିର୍ବାଚନରେ କ୍ରସ ଭୋଟିଂ କଥା ମଧ୍ୟ ସାମନାକୁ ଆସିଛି। ଫଳାଫଳ ଆସିବା ପରେ ଦେଶର ରାଷ୍ଟ୍ରପତି କିଏ ହେବ ତାହା ଜଣାପଡିବ।
Trending
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
Prev Post
Next Post