ରାଇରଙ୍ଗପୁର ପିସିଏସ୍ କଲ୍ୟାଣୀ ମଣ୍ଡପଠାରେ ଦ୍ରୌପଦୀ ମୁର୍ମୁ ଶପଥ ପାଠ ନେବା ସମୟରେ ସିଧା ପ୍ରସାରଣ ବ୍ୟବସ୍ଥା ହୋଇଥିଲା । ଏଥିପାଇଁ କଲ୍ୟାଣୀ ମଣ୍ଡପ ଠାରେ ଏକ ବଡ ଏଲଇଡି ଟିଭି ଲଗାଯାଇଥିଲା। ରାଇରଙ୍ଗପୁର ଗାନ୍ଧୀ ପାର୍କ ଠାରେ ନାଚଗୀତ, ବାଣ ରୋଷଣୀ ମଧ୍ୟରେ ମିଷ୍ଠାନ ବଣ୍ଟାଯାଇଥିଲା । ଶ୍ରୀମତି ମୁର୍ମୁ ପଢିଥିବା ଉପରବେଡା ଉପ୍ରା ବିଦ୍ୟାଳୟ ସମତେ ୫ ହଜାର ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଷ୍ଟାନ୍ନ ବଂଟନ କରାଯାଇଥିଲା । ଏଥିସହ ଶ୍ରୀମତି ମୁର୍ମୁଙ୍କ ପୈତୃକ ଗାଁ ଘରଠାରୁ ଭାଗବତ ଟୁଙ୍ଗି ପର୍ଯ୍ୟନ୍ତ ପାରମ୍ପରିକ ଆଦିବାସୀ ନାଚଗୀତ ହୋଇଥିଲା। ଏଥିରେ ହଜାର ହଜାର ଆଦିବାସୀଙ୍କ ସମେତ ଜନସାଧାରଣ ଯୋଗ ଦେଇଥିଲେ । ଏହି ଐତିହାସିକ ଦିନକୁ ମନେ ରଖିବା ପାଇଁ ରାଇରଙ୍ଗପୁର ସମେତ କରଞ୍ଜିଆ, କୁସୁମୀ, ବିଜାତଳା, ଜାମଦା, ବିଶୋଇ ପ୍ରଭୃତି ବ୍ଲକର ବିଭିନ୍ନ ସ୍ଥାନରେ ନାଚଗୀତ ଓ ଭୋଜିଭାତର ଆୟୋଜନ କରାଯାଇଥିଲା ।
Trending
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
Prev Post